କଣ ପେଟ୍ରୋଲ ଓ ଡିଜେଲର ଦର ରେ ଲାଗିବ ଜିଏସଟି
ପେଟ୍ରୋଲ ଓ ଡିଜେଲର ଦର ଏବେ ଉଚ୍ଚରେ ରହିଛି । ତୈଳ ଦର ବୃଦ୍ଧିର ପ୍ରଭାବ ଅନ୍ୟାନ୍ୟ ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଉପରେ ପଡ଼ୁଛି । ତେଣୁ ଏଥିରୁ ଜନସାଧାରଣଙ୍କୁ ମୁକ୍ତି ଦେବାକୁ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ମୂଲ୍ୟ ହ୍ରାସ ନେଇ ବିଚାର କରୁଛନ୍ତି । ଏଥିପାଇଁ ତୈଳ ଉପରେ ଦ୍ରବ୍ୟ ଓ ସେବା!-->…