ଏସଡିଜେଏମ କେ କୋର୍ଟ ନିର୍ଦ୍ଦେଶକୁ ଚ୍ୟାଲଞ୍ଚ କରି ଉପର କୋର୍ଟ ଗଲେ ସୁମିତ
ସୁମିତ-ତପସ୍ୱିନୀ ବିବାଦ ମାମଲାରେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁମିତଙ୍କ ଓକିଲ ଉପର କୋର୍ଟରେ ଆବେଦନ କରିଛନ୍ତି। ଏନେଇ ବ୍ରହ୍ମପୁର ଜିଲ୍ଲା ଜଜ କୋର୍ଟରେ ଆବେଦନ କରିଛନ୍ତି ସୁମିତଙ୍କ ଓକିଲ ସୁରେନ୍ଦ୍ର କୁମାର ବେହେରା। ପୂର୍ବରୁ ସୁମିତ ଓ!-->…