ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ
ଭୁବନେଶ୍ୱର: ରାଜ୍ୟରେ କୋରୋନା ସଂକ୍ରମଣ ଏବେ କମ୍ ରହିଛି । ଆଇସିୟୁରେ ମଧ୍ୟ କମ୍ ରୋଗୀ ଭର୍ତ୍ତି ହେଉଛନ୍ତି । କୋରୋନା ସଂକ୍ରମଣ ରୋକିବା ପାଇଁ ସବୁ ପ୍ରକାର ବ୍ୟବସ୍ଥା ରହିଛି । ଏବେ ଅନ୍ୟ କିଛି ଦେଶରେ ସଂକ୍ରମଣ ବଢୁଛି । ତେଣୁ ସଚେତନ ରହିବାକୁ ପଡିବ । ବିପଦ ସୃଷ୍ଟିହେବା ଭଳି ପରିସ୍ଥିତି!-->…