ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଶୀର୍ଷରେ ରହିପାରେ ସଂକ୍ରମଣ
ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରାମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢ଼ୁଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ବିଭିନ୍ନ ସଂସ୍ଥାର ସମୀକ୍ଷା ପରେ!-->…