ଚାଇନାର ଉତ୍ତର-ପଶ୍ଚିମ ପ୍ରଦେଶର ଶିଜିଆଙ୍ଗରେ ଭୂକମ୍ପ
ଅନୁଭୂତ ହୋଇଛି ଚାଇନା ଭୂକମ୍ପ ନେଟୱାର୍କ କେନ୍ଦ୍ର ଅନୁଯାୟୀ, ଆକସୁ ଅଞ୍ଚଳର ୱେନସୁ କାଉଣ୍ଟିରେ ସକାଳ ୭ ଟା ୫୮ ରେ ଏହା ଘଟିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ ୪୧.୮୭ ୟ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୭୯.୮୫ ଡିଗ୍ରୀ ପୂର୍ବ ଦ୍ରାଘିମାରେ ରହିଛି।!-->…