ଇକ୍ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍ସିବିରେ ଆଉ ଜଣଙ୍କର ମୃତ୍ୟୁ
କଟକ : ଏସ୍ସିବି ମେଡିକାଲର ଇକ୍ମୋ ୟୁନିଟ୍ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍ଘାତରେ ଶିକାର ହେବା ପରେ ଇକ୍ମୋ ୟୁନିଟ୍ରେ ଭର୍ତ୍ତି ହୋଇଥିଲେ। ତେବେ ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ଏସସିବିର ନ୍ୟୁରୋଲୋଜି ବିଭାଗର ଏଚ୍ଓଡି!-->…