Odia News Portal
Browsing Tag

Education

ଅକ୍ଟୋବର ୭ରୁ ବିଇଡି ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର: ଚଳିତ ଶିକ୍ଷା ବର୍ଷରେ ବିଭିନ୍ନ ବିଇଡି କଲେଜରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆସନ୍ତା ଅକ୍ଟୋବର ୭ରୁ ୧୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଆଡ଼ମିଟ କାର୍ଡ଼ ସେପ୍ଟେମ୍ବର ୨୫ରୁ ଅନଲାଇନରେ ଉପଲବ୍ଧ ହୋଇଛି। ଛାତ୍ରଛାତ୍ରୀ ସାମ୍ସ ୱେବ ସାଇଟରୁ ନିଜର ଆଡ଼ମିଟ୍

ସ୍କୁଲ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କଟକଣା ଯୋଗୁଁ ଦୀର୍ଘଦିନ ହେବ ସ୍କୁଲ ଠିକସେ ଖୋଲାହୋଉନାହିଁ । ସମସ୍ତ ଛାତ୍ର ଛାତ୍ରୀ ମଧ୍ୟ ଭୟରେ ସ୍କୁଲ ଆସୁନାହାଁନ୍ତି । ରାଜ୍ୟରେ ସ୍କୁଲ ଖୋଲିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ନିଷ୍ପତ୍ତି ନିଆଯାଇନାହିଁ । ପୂଜା ସାରିବା ପରେ ସ୍କୁଲ ଖୋଲିବା ନେଇ ଆଲୋଚନା ହେବ । ସରକାର

ସି.ଏ ଫାଉଣ୍ଡେସନ୍ ପରୀକ୍ଷାରେ ପାସ୍ କଲେ ଜେ.ଏସ.ଏମ କଲେଜର ୩ ବିଦ୍ୟାର୍ଥୀ

ବଲାଙ୍ଗୀର: ବଲାଙ୍ଗୀର ସହରମଧ୍ୟରେ ଥିବା ଜେ,ଏସ,ଏମ,ବାଣିଜ୍ୟ ବିଭାଗ କଲେଜର ତିନୋଟି ଛାତ୍ରଛାତ୍ରୀ ଅଞ୍ଜଲି ୱାଡୱାନି,ଅନିସ୍ ଜୈନ୍ ଓ ଆସ୍ଥା ଅଗ୍ରବାଲ ସି.ଏ ଫାଉଣ୍ଡେସ୍ନ୍ ପରୀକ୍ଷା- ଜୁଲଇ ୨୦୨୧ ରେ ଉତ୍ତିନ ହୋଇ ବଲାଙ୍ଗିର ପାଇଁ ଗୌରବ ସାଜିଛନ୍ତି । ଆଗକୁ ସେମାନେ କିପରି ଏକ ଉତ୍ତମ ସି.ଏ

ଉଚିତ ମୂଲ୍ୟାୟନ ଦାବିରେ CHSE ଅଫିସ ସାମ୍ନାରେ ହାତ କାଟିଲେ ଛାତ୍ରୀ

ଭୁବନେଶ୍ୱର: ଅଭାବନୀୟ ଘଟଣା । CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ । ଦାବି ପୂରଣ ନହେବାରୁ ଛାତ୍ରୀ ଜଣଙ୍କ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣଙ୍କ ଏକ ବ୍ଲେଡ୍ ସାହାଯ୍ୟରେ ତାଙ୍କ ହାତ କାଟି ଦେଇଛନ୍ତି। ଆହତ ଅବସ୍ଥାରେ ଛାତ୍ରୀଙ୍କୁ କ୍ୟାପିଟାଲ ହସପିଟାଲରେ

ଆଜିଠୁ +୩ ଦ୍ୱିତୀୟ ବର୍ଷ କ୍ଲାସରୁମ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୩ ଦ୍ୱିତୀୟ ବର୍ଷ ତଥା ୨୦୨୦-୨୧ ଶିକ୍ଷାବର୍ଷର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ ହୋଇଛି । ସସସ୍ତେ ମାନିବେ କୋଭିଡ୍ ଗାଇଡଲାଇନ୍ । ଛାତ୍ରଛାତ୍ରୀ ଓ ଅଧ୍ୟାପକ

ପ୍ରକାଶ ପାଇଲା +୨ କଟ୍ ଅଫ୍ ମାର୍କ, ଜାଣନ୍ତୁ କେତେ ପିଲା ମନୋନୀତ ହୋଇଛନ୍ତି

ଭୁବନେଶ୍ୱର: ପ୍ରକାଶ ପାଇଲା +୨ କଟଅଫ୍ ମାର୍କ । ଆବେଦନ କରିଥିଲେ ୪ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ । ୩ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ୍ଅଫ୍ ମାର୍କରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟକ ଅଫ୍ ମାର୍କରେ ୨ଲକ୍ଷ ୪୭ହଜାର ୯୦୬ଜଣ ମନୋନୀତ ହୋଇଛନ୍ତି । ସେହିପରି ବାଣିଜ୍ୟରେ ୨୪ହଜାର

ପ୍ରକାଶ ପାଇଲା ଭାରତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ୨୦୨୧, ଜାଣନ୍ତୁ କେଉଁ ଶିକ୍ଷାନୁଷ୍ଠାନ କେତେ ନମ୍ବର ସ୍ଥାନରେ ରହିଛି

ନୂଆଦିଲ୍ଲୀ: ପ୍ରକାଶ ପାଇଛି ଭାରତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ୨୦୨୧ । ବେଙ୍ଗାଲୁରୁ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଶ୍ରେଷ୍ଠ ୟୁନିଭରସିଟି ହୋଇଛି । ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ୟୁନିଭରସିଟି ଦ୍ୱିତୀୟ ଶ୍ରେଷ୍ଠ ୟୁନିଭରସିଟି । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟକୁ ତୃତୀୟ

ଯୁକ୍ତ ୩ ନାମଲେଖା ଲାଗି ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ

ଭୁବନେଶ୍ୱର: ଯୁକ୍ତ ୩ ତଥା ସ୍ନାତକ କଲେଜଗୁଡ଼ିକରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତଥା ମେଧା ତାଲିକା। ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅପରାହ୍ ଣ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନ୍ ଲାଇନ୍

ରାଜ୍ୟରେ ଖୋଲିଲା ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ସ୍ୱାଭାବିକ ହେବାରେ ଲାଗିଛି କରୋନା ସ୍ଥିତି । ଖୋଲୁଛି ଗୋଟିଏ ପରେ ଗୋଟିଏ ଶିକ୍ଷାନୁଷ୍ଠାନ । ଅନଲାଇନ ପରେ ଅଫଲାଇନରେ ଆରମ୍ଭ ହେଉଛି ପାଠପଢ଼ା । ସେପଟେ ରାଜ୍ୟରେ ଆଜିଠୁ ଖୋଲିଲା ବୈଷୟିକ ଶିକ୍ଷାନୁଷ୍ଠାନ । କ୍ଲାସ ରୁମରେ ବସି ପାଠ ପଢିବେ ସ୍ନାତକ (ୟୁଜି), ସ୍ନାତକୋତ୍ତର

ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଆଦର୍ଶ ବିଦ୍ୟାଳୟ ଭୁବନେଶ୍ୱର ଉପକଣ୍ଠରେ ଥିବା ଅନ୍ଧାରୁଆରେ 25 ଏକର ଜମିରେ ନିର୍ମାଣ ହେବାକୁ ଯାଉଛି । ଯେଉଁଥିରେ ୧୩