Odia News Portal
Browsing Tag

Education

ଆସନ୍ତାକାଲି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା । ଅପରାହ୍ନ ୪ଟାରେ ମେଟ୍ରିକ ରେଜଲ୍ଟ ବାହାରିବ ବୋଲି ସୂଚନା ମିଳିଛି । ମୁକ୍ତ ଓ ମଧ୍ୟମା ଫଳ ପ୍ରକାଶ ପାଇବ । ସଦ୍ଧ୍ୟା ୬ଟାରେ ୱେବସାଇଟରେ ଉପଲବ୍ଧ ହେବ । www.bseodisha.ac.inଏହି

ଯୁକ୍ତ ୨ ଛାତ୍ର ଛାତ୍ରୀଙ୍କୁ ୨୫ରୁ ମିଳିବ ଆଡମିଟ କାର୍ଡ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ଯୁକ୍ତ ଦୁଇ ପ୍ରାକ୍ଟିକାଲ ରେକର୍ଡ ସଂଗ୍ରହ ଓ ଆଡମିଟ କାର୍ଡ ପ୍ରଦାନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଛି ଏସ୍ଓପି । ଆସନ୍ତା ୨୫ ତାରିଖରୁ ଝଇଗଝ ୱେବସାଇଟରୁ ଛାତ୍ରଛାତ୍ରୀମାନେ ଆଡମିଟ୍

ଆରମ୍ଭ ହେଲା ଅନଲାଇନ୍ ପାଠପଢ଼ା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ଅନଲାଇନ ପାଠପଢ଼ା । ୟୁଟ୍ୟୁବ୍ ଲାଇଭ୍ ଷ୍ଟ୍ରିମିଂ ଦ୍ୱାରା ଛାତ୍ର ଛାତ୍ରୀମାନେ ପାଠ ପଢ଼ିଛନ୍ତି । ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀମାନେ ପାଠ ପଢ଼ିଥିବା ନଜରକୁ ଆସିଛି । ପ୍ରାଥମିକ ଅର୍ଥାତ୍ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସକାଳ

୩ ବର୍ଷରୁ ୬ ବର୍ଷର ସବୁ ପିଲାଙ୍କୁ ପ୍ରାକ ପ୍ରାଥମିକ ଶିକ୍ଷା

ନୂଆଦିଲ୍ଲୀ () ନୂଆ ଶିକ୍ଷା ନୀତିକୁ ମଂଜୁରୀ ପ୍ରଦାନ କରିଛନ୍ତି କେନ୍ଦ୍ର କ୍ୟାବିନେଟ  । ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନାଁ ବଦଳି ଶିକ୍ଷା ମନ୍ତ୍ରଣାଳୟ କରାଯାଇଛି  । ପ୍ରାକ ପ୍ରାଥମିକ ଶିକ୍ଷା : ୨୦୨୫ ସୁଦ୍ଧା ୩ ବର୍ଷରୁ ୬ ବର୍ଷର ସବୁ ପିଲାଙ୍କୁ ପ୍ରାକ ପ୍ରାଥମିକ ଶିକ୍ଷା ମିଳିବ…

ଏଣିକି ଭିଡ଼ିଓ ମାଧ୍ୟମରେ ପାଠ ପଢ଼ିବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ୱର() କରୋନା ନେଇ ଦେଶ ଓ ରାଜ୍ୟ ବହୁପ୍ରକାର ସମସ୍ୟା ଦେଇ ଗତି କରୁଛି । ଏହାସହ ସତର୍କ ଦୃଷ୍ଟିରୁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ସ୍କୁଲ ଓ କଲେଜ ବନ୍ଦ ରହିବାରୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଉପରେ ପ୍ରଭାବ ପଡ଼ିଛି । ତେଣୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଅଭିନବ ପଦକ୍ଷେପ…