Odia News Portal
Browsing Tag

election

୯ଟା ସୁଦ୍ଧା ବାଲେଶ୍ୱର ସଦରରେ ୧୨.୧୧, ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋ

ଭୁବନେଶ୍ୱର() ବାଲେଶ୍ୱର ଓ ତିର୍ତ୍ତୋଲରେ ଉପ-ନିର୍ବାଚନ ପାଇଁ ଆଜି ମତଦାନ ଜାରି ରହିଛି । କୋଭିଡ଼ କଟକଣା ଭିତରେ ନିର୍ବାଚନ ଚାଲିଛି । ତେବେ ସକାଳ ୯ଟା ସୁଦ୍ଧା ବାଲେଶ୍ୱରରେ ୧୨.୧୧ ପ୍ରତିଶତ ହୋଇଥିବା ବେଳେ ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ଆସନ୍ତାକାଲି ସକାଳ ୭ରୁ ଭୋଟିଂ ଆରମ୍ଭ

ଭୁବନେଶ୍ୱର() ଆସନ୍ତାକାଲି ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ହେବ ଉପନିର୍ବାଚନ । ଉପନିର୍ବାଚନର ପ୍ରସ୍ତୁତି ନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ । ସେ କହିଛନ୍ତି ଯେ, ‘ ଭୋଟରଙ୍କ ସୁବିଧା ପାଇଁ ବୁଥ୍ ସଂଖ୍ୟା…

ପ୍ରାର୍ଥୀ ଘୋଷଣା ପରେ ସୋସିଆଲ ମିଡଆରେ ଯୁଦ୍ଧ ଆରମ୍ଭ

ଭୁବନେଶ୍ୱର() ଦୁଇ ଉପନିର୍ବାଚନ ଆସନ ପାଇଁ ତିନି ଦଳର ପ୍ରାର୍ଥୀ ଘୋଷଣା ପରେ ଏବେ ଆରମ୍ଭ ହୋଇଯାଇଛି ସୋସିଆଲ ମିଡିଆ ଯୁଦ୍ଧ । ସଭାସମିତି ପ୍ରଚାରକୁ କରୋନା ଭୟ ଗୋଡାଉ ଥିବାବେଳେ ନେତା ଓ କର୍ମୀମାନେ ଏବେ ସୋସିଆଲ ମିଡିଆରେ ପରସ୍ପରର ଗୋହି ଖୋଳିବା ଆରମ୍ଭ କରିଦେଇଛନ୍ତି । ତେବେ ଏଥିରେ ନିଜ ଦଳର…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଉପନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର()  କୋଭିଡ଼ ସମୟରେ ବିଧାନସଭା ଉପନିର୍ବାଚନ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ଏସ କେ ଲୋହାନୀ । ସେ କହିଛନ୍ତି ଯେ, ‘ଆମେ କୋଭିଡ୍ ସେଫ୍ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛୁ । ନାମାଙ୍କନ ଦାଖଲ ବେଳେ ପ୍ରାର୍ଥୀଙ୍କ ସହ ଆଉ ୨ ଜଣ…

ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର() ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ବାଜିଲା ନିର୍ବାଚନ ବିଗୁଲ୍ । ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଅକ୍ଟୋବର ୧୬ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯…

ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର() ରାଜ୍ୟର ୨ଟି ବିଧାନସଭା ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ ପାଇଁ ତାରିଖ ଘୋଷଣା କରାଯାଇଛି । ନଭେମ୍ବର ୩ରେ ଉଭୟ ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ କରାଯିବ । ଅକ୍ଟୋବର ୧୬ ନାମାଙ୍କନ ଦାଖଲର ଶେଷ ଦିନ । ସେହିପରି ଅକ୍ଟୋବର…

ମୋବାଇଲ ଆପରେ ଦାଖଲ ହେବ ନାମାଙ୍କନ

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନ ଆ​ୟୋଗ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏବେ ପ୍ରାର୍ଥୀଙ୍କ ନାମାଙ୍କନ ପାଇଁ ମୋବାଇଲ ଆପରେ କାମ ଚାଲିଛି। ଏହା ମାଧ୍ୟମରେ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ।ତେବେ ଏ ଆପକୁ ବିହାର ନିର୍ବାଚନ ପୂର୍ବରୁ ଜାରି କରାଯାଇପାରେ। ପ୍ରଥମଥର ପାଇଁ…

ଉପନିର୍ବାଚନ ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର() ଭାରତ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ବିହାର ବିଧାନସଭା ନିର୍ବାଚନ ସହିତ ଓଡ଼ିଶାର ଦୁଇଟି ବିଧାନସଭା ଆସନ ଯଥା ୩୮-ବାଲେଶ୍ୱର ଓ ୧୦୨-ତିର୍ତ୍ତୋଲ ନିମନ୍ତେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏହି ପରିେପ୍ରକ୍ଷୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ନଭେମ୍ବରରେ ତିର୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ

ଭୁବନେଶ୍ୱର() ନଭେମ୍ବରରେ ଅନୁଷ୍ଠିତ ହେବ ତିର୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ । ଏନେଇ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ଘୋଷଣା କରିନଥିଲେ ମଧ୍ୟ ଏନେଇ ଇଙ୍ଗିତ ଦେଇଛନ୍ତି । ବିହାର ବିଧାନସଭା ନିର୍ବାଚନ ସହ ଏହି ଉପନିର୍ବାଚନ ହେବବୋଲି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି ।…

ପଂଚାୟତ ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର() କରୋନା ପାଇଁ ପଂଚାୟତ ଉପନିର୍ବାଚନ ସ୍ଥଗିତ ହୋଇଛି । ଆସନ୍ତା ୨୪ରେ ହେବାକୁ ଥିବା ଉପନିର୍ବାଚନ ସ୍ଥଗିିତ ହୋଇଛି । ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ ହେବାର ଥିଲା । ଏହାସହ ୬ ସରପଂଚ, ୮ ସମିତି ସଭ୍ୟ, ୮୪ ୱାର୍ଡ ସଭ୍ୟ ନିର୍ବାଚନ ହୋଇଥାନ୍ତା । ହେଲେ ଏବେ…