Odia News Portal
Browsing Tag

entertainment news

ଓସ୍କାର ଦୌଡ଼ରେ ‘କାଲିର ଅତୀତ’

ଭୁବନେଶ୍ୱର: ଓଡିଆ ଚଳଚ୍ଚିତ୍ର ‘କାଲିର ଅତୀତ' ଶ୍ରେଷ୍ଠ ଚିତ୍ର, ଶ୍ରେଷ୍ଠ ଅଭିନେତା ଏବଂ ଶ୍ରେଷ୍ଠ ନିର୍ଦ୍ଦେଶକ ପାଇଁ ସାଧାରଣ ପ୍ରବେଶ ବର୍ଗରେ ଓସ୍କାର ଦୌଡ଼ରେ ପ୍ରବେଶ କରିଛି | ଏହି ସିନେମାର ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡା ଏନେଇ ସୂଚନା ପ୍ରଦାନ କରିଛନ୍ତି।

ଶ୍ରୀଜିଉଙ୍କ ଦର୍ଶନ କଲେ ବଲିଉଡ୍ କୁଇନ୍

ପୁରୀ: ଶ୍ରୀଜିଉଙ୍କୁ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ୍। ଓଡିଶା ଗସ୍ତରେ ଆସିଥିବା କଙ୍ଗନା ଆଜି ସକାଳୁ ସକାଳୁ ଭୁବନେଶ୍ୱରରୁ ଯାଇ ପୁରୀରେ ପହଞ୍ଚିଥିଲେ। ସେଠାରେ ସେ କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି । ଶ୍ରୀମନ୍ଦିର ସିଂହଦ୍ୱାର

ଅଭିନେତା ରାଜୀବ କପୁରଙ୍କ ପରଲୋକ

ନୂଆଦିଲ୍ଲୀ: ଋଷି କପୁର ଏବଂ ରଣଧୀର କପୁରଙ୍କ ସାନ ଭାଇ ରାଜୀବ କପୁରଙ୍କ ପରଲୋକ । ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ସମୟରେ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ହଠାତ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଚେମ୍ବୁରର ଇନଲାକ୍ସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା

ଦେବୀ ଦୁର୍ଗାଙ୍କ ନାଁରେ ଝିଅର ନାମକରଣ

ମୁମ୍ବାଇ: ସାମ୍ନାକୁ ଆସିଲା ବିରୁଷ୍କାଙ୍କ ଲାଡଲି ଝିଅର ଫଟୋ | ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ଝିଅର ପ୍ରଥମ ଫଟୋ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି। ଫଟୋରେ ବିରାଟ ଓ ଅନୁଷ୍କା ଝିଅକୁ ଧରିଥିବା ନଜର ଆସିଛନ୍ତି। ଫଟୋ ସେୟାର କରି ଅନୁଷ୍କା ଝିଅର ନାଁ ମଧ୍ୟ ରଖିଛନ୍ତି। ବିରାଟ ଅନୁଷ୍କା

ବିବାହ ବନ୍ଧନରେ ବାନ୍ଧି ହେଲେ ବରୁଣ

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ଓ ନତାଶା ଦଲାଲ ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି। ଗର୍ଲଫ୍ରେଣ୍ଡ ତଥା ଫେମସ ଡିଜାଇନର ନତାଶା ଦଲାଲଙ୍କ ହାତ ଧରିଛନ୍ତି ବରୁଣ । ଆଲିବାଗର ଏକ ରିସୋର୍ଟ ଦି ମ୍ୟାନସନ୍ ହାଉସରେ ହୋଇଛି ଉଭୟଙ୍କ ବିବାହ ଉତ୍ସବ । ତେବେ ବରୁଣଙ୍କ ବାହାଘରରେ

ରାମ ମନ୍ଦିର ପାଇଁ ପ୍ରଣୀଥା ଦେଲେ ଲକ୍ଷେ

ଅଯୋଧ୍ୟା: ଅଭିନେତ୍ରୀ ପ୍ରଣୀଥା ସୁଭାସ ଶ୍ରୀ ରାମ ମନ୍ଦିର ଭବ୍ୟ ନିର୍ମାଣ ପାଇଁ ୧ ଲକ୍ଷ ଟଙ୍କା ସମର୍ପଣ କରିଛନ୍ତି । ଏହା ବିଷୟରେ ପ୍ରଣୀଥା ସୁଭାସ ନିଜର ଟ୍ୱିଟର ଆକାଉଣ୍ଟରେ ଏକ ଭିଡିଓ ସେୟାର କରିଛନ୍ତି ଏବଂ ଏହା ସହିତ କ୍ୟାପ୍ସନ୍ ରେ ଲେଖିଛନ୍ତି,’ଅଯୋଧ୍ୟା ରାମ ମନ୍ଦିର ପାଣ୍ଠି ସମର୍ପଣ

ହଟ୍ ଉର୍ବଶୀଙ୍କର ଦେଶୀ ଲୁକ୍ ଭାଇରାଲ୍

ମୁମ୍ବାଇ: ବି-ଟାଉନରେ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜ ହଟ୍ ଅନ୍ଦାଜ ପାଇଁ ସବୁବେଳେ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି । ପ୍ରତିଦିନ ତାଙ୍କର କିଛି ନା କିଛି ଫଟୋ ସୋସିଆଲ ମିଡ଼ିଆରେ ପ୍ରଶଂସକଙ୍କ ପ୍ରଶଂସା ସାଉଁଟି ଥାଏ । ଏହି ଫଟୋଗୁଡିକରେ ତାଙ୍କର ହଟ୍‌ ଲୁକ୍‌ ସାଙ୍ଗକୁ

ବିବାହ ବନ୍ଧନରେ ବାନ୍ଧିହେବେ ବରୁଣ !

ନୂଆଦିଲ୍ଲୀ: ବଲିଉଡ ଅଭିନେତା ବରୁଣ ଓ ନତାଶାଙ୍କ ବିବାହ ଖବର ସାମ୍ନାକୁ ଆସିଛି । ଦୁହେଁ ଏହି ଜାନୁଆରୀ ମାସରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବୋଲି ଶୁଣିବାକୁ ମିଳିଛି। ବରୁଣ ଓ ନତାଶା ଗତ ବର୍ଷ ମେ’ ମାସରେ ବିବାହ କରିଥାନ୍ତେ। କିନ୍ତୁ କରୋନା ଏବଂ ଲକଡାଉନ କାରଣରୁ ଉଭୟଙ୍କ