Odia News Portal
Browsing Tag

Exam

ସିବିଏସ୍‌ଇ ଦଶମ ପରୀକ୍ଷାରେ ଓଡିଆ ଝିଅ କୃତିତ୍ୱ

ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଓଡ଼ିଆ ଝିଅଙ୍କ କୃତିତ୍ବ । ମୋଟ୍ ୫୦୦ରୁ ୪୯୯ ମାର୍କ ରଖି ଟପ୍ କରିଛନ୍ତି ଓଡ଼ିଆ ଝିଅ ଅମ୍ରିତା ବେହୁରା । ଅମ୍ରିତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଓଳାଭର ବରୁଣା ଗାଁରେ । ଅମ୍ରିତାଙ୍କ ବାପା ଅମୀୟ କୁମାର ବେହୁରା ଆଇଓସିଏଲ୍‌ରେ ଜେନେରାଲ୍ ମ୍ୟାନେଜର ଭାବେ

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ପରୀକ୍ଷା ଫଳ

ସବୁ ଅପେକ୍ଷାର ଅନ୍ତ ହୋଇଛି। ଶେଷରେ ପ୍ରକାଶ ପାଇଛି କେନ୍ଦ୍ରୀୟ ପ୍ରାଥମିକ ଶିକ୍ଷା ବୋର୍ଡ (ସିବିଏସଇ) ୧୦ମ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ରେ ସିବିଏସ୍‌ଇର ଅଫିସିଆଲ ସାଇଟ୍‌ cbseresults.nic.inରେ ପ୍ରକାଶ ପାଇଛି ଫଳାଫଳ। ୧୮ ଲକ୍ଷ ଛାତ୍ରଛାତ୍ରୀ ଦଶମ

ଆଜିଠୁ ଆରମ୍ଭ ହୋଇଛି ମେଟ୍ରିକ ଫର୍ମଫିଲପ

ଭୁବନେଶ୍ୱର: ନକଟରେ ପ୍ରକାଶ ପାଇଛି ମେଟ୍ରିକ ରେଜଲ୍ଟ । ତେବେ ଅସନ୍ତୁଷ୍ଟ ଥିବା ଛାତ୍ର ଛାତ୍ରୀମାନେ ପୁନର୍ବାର ପରୀକ୍ଷା ଦେବା ଲାଗି ଘୋଷଣା କରିଛନ୍ତି ଶିକ୍ଷାମନ୍ତ୍ରୀ । ଏହି ଆଧାରରେ ଆଜିଠାରୁ ଆରମ୍ଭ ହୋଇଛି ଫର୍ମଫିଲପ । ଯାହା ଜୁଲାଇ ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲିବ । ବୋର୍ଡ

କରୋନା ଲାଗି ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା

ଭୁବନେଶ୍ୱର: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା । ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ଥଗିତ ରଖାଯାଇଥିବା ପରୀକ୍ଷାକୁ ପରବର୍ତ୍ତୀ ସମୟରେ

ୟୁଜି ପିଜି ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର: ଆଜି ସମସ୍ତ ବିଶ୍ୱ ବିଦ୍ୟାଳୟର କୁଳପତି ମାନଙ୍କ ବସିଥିଲା ବୈଠକ । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ବିଭାଗୀ ପ୍ରମୁଖ ଶାସନ ସଚିବଙ୍କ ସହ କୁଳପତିଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା । ଆସନ୍ତା ୧୮ ତାରିଖରେ ଚୁଡାନ୍ତ ନିଷ୍ପତି ନିଆଯିବ । ଗତବର୍ଷ କିପରି ପରୀକ୍ଷା ହୋଇଥିଲା ସେନେଇ ଆଲୋଚନା

ଆଜି ବସିବ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ବୈଠକ

ଭୁବନେଶ୍ୱର: ଆଜି ବସିବ ସମସ୍ତ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ବୈଠକ । ୟୁଜି ପିଜି ପରୀକ୍ଷା ନେଇ ହୋଇପାରେ ଆଲୋଚନା । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ବିଭାଗୀୟ ପ୍ରମୁଖ ଶାସନ ସଚିବ ଓ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନେ ଯୋଗ ଦେବେ ।

ସେପ୍ଟେମ୍ବର ୧୪ରୁ ସପ୍ଲିମେଂଟାରୀ

ଭୁବନେଶ୍ୱର() ମାଟ୍ରିକ ପରୀକ୍ଷା ଫଳ ବାହାରି ସାରିଛି । ପରୀକ୍ଷାରେ କୃତକାର୍ୟ୍ୟ ହୋଇନଥିବା ପିଲାମାନଙ୍କ ପାଇଁ ସପ୍ଲିମେଂଟାରୀ ପରୀକ୍ଷା କରାଯିବ । ଆସନ୍ତା ସେପ୍ଟେମ୍ବର ୧୪ରୁ ସପ୍ଲିମେଂଟାରୀ ପରୀକ୍ଷା ହେବବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ପାସ୍

ଭୁବନେଶ୍ୱର, ()ଚଳିତବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ପାସ୍ ବୋଲି ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । କିନ୍ତୁ ନବମ ଶ୍ରେଣୀର ଗୋଟିଏ ପରୀକ୍ଷା ବାକି ଥିବାରୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ…