ତୈଳ ଦର ଏବଂ ମଦ ଉପରେ କୃଷି ସେସ୍
ନୂଆଦିଲ୍ଲୀ: ବଢ଼ିଲା ସାଧାରଣ ଲୋକଙ୍କ ଚିନ୍ତା | ବଜେଟ୍ ୨୦୨୧ରେ ମହଙ୍ଗା ହେବ ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ ଲଗାଇଛନ୍ତି କେନ୍ଦ୍ର ସରକାର । ଚଳିତ ସାଧାରଣ ବଜେଟରେ ସରକାର ପେଟ୍ରୋଲ ଓ ଡିଜେଲ ଉପରେ କୃଷି ସେସ୍ ଲଗାଇବା ପାଇଁ ଘୋଷଣା କରିଛନ୍ତି ।
!-->!-->!-->!-->!-->…