କୃଷି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍
ନୂଆଦିଲ୍ଲୀ: କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ୩ଟି କୃଷି ଆଇନ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କୃଷି ଆଇନ ଲାଗୁ ହୋଇପାରିବନି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । କୃଷି ଆଇନକୁ ନେଇ ୪ଟି ସଦସ୍ୟ ବିଶିଷ୍ଟ କିମିଟି ଗଠନ!-->…