ଶୀତରେ କେମିତି ପାଇବେ ସର୍ଦ୍ଦିରୁ ରକ୍ଷା
ଶୀତଋତୁର ଆଗମନରେ ଚାରିଆଡ଼େ ଏବେ ଶୀତର ଲହରୀ ଖେଳିଗଲାଣି । ଆଲମିରାରୁ ସ୍ୱେଟର୍ ଏବଂ ମୋଟା ମୋଟା କମ୍ବଳ ବାହାରିବା ଆରମ୍ଭ ହୋଇଗଲାଣି । ଏହି ସମୟରେ ଖାଦ୍ୟପେୟର ଉଚିତ୍ ଧ୍ୟାନ ନଦେଲେ ନାନା ପ୍ରକାରର ରୋଗ କୁଣିଆ ହୋଇ ଶରୀରକୁ ଚାଲିଆସନ୍ତି । ତେବେ ଏଥିପାଇଁ ଶରୀର ପ୍ରତି ଯତ୍ନବାନ୍ ହେବା!-->…