ଖିଲାପକାରୀଙ୍କ ବିରୁଦ୍ଧରେ କଠୋର ହେଲେ ଅରୁଣ
ଭୁବନେଶ୍ୱର : ଯୋଜନାର ଅର୍ଥ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରି ନପାରିଲେ ଖିଲାପୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କୃଷକମାନଙ୍କୁ ଉଦ୍ୟାନ କୃଷି ତରଫରୁ ଯୋଗାଇ ଦିଅ ।ଯାଉଥିବା କୃଷି ସାମଗ୍ରୀ ଯେପରି ଉନ୍ନତ ମାନର ଓ ପର୍ଯ୍ୟାପ୍ତ ପରିମାଣର ହୋଇପାରିବ ସେଥି!-->…