ମାଗଣା ଟିକା ରାଜ୍ୟ ମଧ୍ୟରେ ଦିଲ୍ଲୀ,କର୍ଣ୍ଣାଟକ ସାମିଲ୍
ନୂଆଦିଲ୍ଲୀ: କର୍ଣ୍ଣାଟକ ସରକାର ୧୮ ରୁ ୪୪ ବର୍ଷ ବୟସ୍କ ଲୋକଙ୍କୁ ଦେବେ ମାଗଣାରେ ଟିକା | ଏନେଇ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପା ଟ୍ୱିଟ ମାଧ୍ୟମରେ ଘୋଷଣା କରିଛନ୍ତି । ଏହି ମାଗଣା ଟିକା ଲୋକମାନଙ୍କ ପାଇଁ କେବଳ ସରକାରୀ ହସ୍ପିଟାଲରେ ଉପଲବ୍ଧ ହେବ ବୋଲି ସେ କହିଛନ୍ତି । ମାଗଣା ଟିକାକରଣ!-->…