୫ରୁ ୧୨ ବର୍ଷର ଶିଶୁ ନେବେ ଟିକା
୫ରୁ ୧୨ ବର୍ଷର ଶିଶୁଙ୍କୁ କରୋନା ଟିକା ଦେବାକୁ ପ୍ରସ୍ତୁତ ହେଲା କୋର୍ବେଭାକ୍ସ ଟିକା । ପିଲାଙ୍କୁ ଏହି ଟିକା ଦେବାକୁ ଡିସିଜିଆଇର ଅନୁମତି ଲୋଡିଛି କୋର୍ବେଭାକ୍ସ ଟିକା ପ୍ରସ୍ତୁତକାରୀ କମ୍ପାନୀ ବାୟୋଲୋଜିକାଲି -ଇ । ଟିକାର ଜରୁରୀକାଳିନ ବ୍ୟବହାର ଲାଗି ଅନୁମତି ଲୋଡିଛି ଏହି କମ୍ପାନୀ ।!-->…