ଗଞ୍ଜାମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି।
ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା…