ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ!-->…