ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଖୋଲିଲା
ସମ୍ବଲପୁର: ପ୍ରବଳ ବର୍ଷା । ବଢ଼ୁଛି ଜଳସ୍ତର । ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଛି । ବର୍ତ୍ତମାନ ହୀରାକୁଦ ଡ୍ୟମ୍ର ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବଙ୍ଗୋପସାଗରରେ ସୃଷ୍ଟ ଅବପାତ ବା ଡିପ୍ରେସନ ଏବେ ଓଡ଼ିଶା ଉପରୁ ସଂପୂର୍ଣ୍ଣ ଭାବେ ଅପସରିଯାଇଛି । ଆଜି ସକାଳ ସାଢେ ୫ଟା!-->…