କଣ ରହିଛି ବାତ୍ୟାର ସ୍ଥିତି
ବାତ୍ୟା ଜୱାଦକୁ ନେଇ ଏସଆରସି ପ୍ରଦୀପ ଜେନାଙ୍କ ପ୍ରେସମିଟ୍ । ଜୱାଦ ଓଡ଼ିଶା ଉପକୂଳକୁ ଛୁଇଁବା ବେଳକୁ ଏହା ତୀବ୍ର ଅବପାତରେ ପରିଣତ ହୋଇଥିବ । ଯେଉଁଥିପାଇଁ ପବନର ବେଗ କମ ରହିବା ସହ ବର୍ଷାର ପରିମାଣ ବଢିପାରେ ବୋଲି କହିଛନ୍ତି ଏସଆରସି । ଏହାସହ ଜୱାଦ ବାବଦରେ ସୂଚନା ଦେଇ ଏସଆରସି କହିଛନ୍ତି,!-->…