କେମିତି ଚିହ୍ନିବେ ସବୁଜ ବାଣ
ଦିନକ ପରେ ଦୀପାବଳି । ବାଣ ଫୁଟାଇବାକୁ ନେଇ ଯେଉଁ ଦ୍ୱନ୍ଦ୍ୱ ଥିଲା ତାକୁ ଦୂର କରିଛନ୍ତି ହାଇକୋର୍ଟ । ଏହା ପରେ ଦୀପାବଳି, ଛଟପୂଜା ଓ କାର୍ତିକପୂର୍ଣ୍ଣିମା ପାଇଁ ରାଜ୍ୟ ସରକାର ଗାଇଡଲାଇନ ଆଣିଛନ୍ତି । ଏହି ସମୟରେ କେବଳ ସୁବଜ ବାଣ ଫୁଟାଇବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଅନ୍ୟ!-->…