ଗଞ୍ଜାମ ଜିଲ୍ଲାର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ କମିଟି ସହ ଆଲୋଚନା କଲେ ୫-ଟି ସଚିବ
ଭୁବନେଶ୍ୱର: ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ଏହାକୁ କେବଳ ସରକାରୀ କାର୍ଯ୍ୟକ୍ରମ ବୋଲି ଗ୍ରହଣ ନକରି ବରଂ ସାମାଜିକ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ ସ୍ଲୋଗାନ ସ୍କୁଲ ଯିବା ଭଲ ପଢ଼ିବା, ବାପା ମା’ଙ୍କ ସୁନାମ ଆଣିବା!-->…