ଷଷ୍ଠ, ସପ୍ତମ ପିଲା ବିଦ୍ୟାଳୟ ମୁହାଁ : ଚାପରେ ଶିକ୍ଷକ ଶିକ୍ଷୟତ୍ରୀ, କଟକଣା ପାଳନ ଚିନ୍ତା
ଭୁବନେଶ୍ୱର : ସରକାରୀ ଘୋଷଣା ମୁତାବକ ଆଜି ଠାରୁ ଷଷ୍ଠ ଓ ସପ୍ତମଶ୍ରେଣୀରେ ପାଠପଢା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଆସି ଖୁସି ଥିବାବେଳେ ଶିକ୍ଷକ ଶିକ୍ଷୟତ୍ରୀମାନେ କିନ୍ତୁ ଚାପରେ ଅଛନ୍ତି । ବିଶେଷକରି କୋଭିଡ କଟକଣାକୁ ବିଦ୍ୟାଳୟରେ କିଭଳି ପାଳନ କରାଯିବ ସେହି ଚିନ୍ତା ଏବେ!-->…