ରାଜ୍ୟରେ ୨୪ ଘଣ୍ଟାରେ ପୁଣି ଆଖି ବୁଜିଲେ ୪ କରୋନା ରୋଗୀ
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୧୫ରେ ପହଞ୍ଚିଛି।
୪ ମୃତକଙ୍କ ମଧ୍ୟରୁ ୨ ଜଣ ମୟୂରଭଞ୍ଜର ହୋଇଥିବା ବେଳେ ଜଣେ…