ଆଗାମୀ ୫ଦିନ ପ୍ରବଳ ଛେଚିବ
ଭୁବନେଶ୍ୱର: ବଙ୍ଗୋପସାଗର ଏବଂ ବଙ୍ଗଳାଦେଶେ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ହେବ ବୋଲି!-->…