Odia News Portal
Browsing Tag

heavy-rain

ପାଣି ପାଣି ଦିଲ୍ଲୀ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ: ଦିଲ୍ଲୀରେ ବାଦ ଫଟା ବର୍ଷା । ଯୁଆଡେ ଯିବ ସିଆଡେ ପାଣି । ରେଲୱେ ଷ୍ଟେସନ କି ମାର୍କେଟ ସବୁଠି ଭରି ରହିଛି ପାଣି । ଶନିବାର ସକାଳେ ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀରେ ହୋଇଥିବା ବର୍ଷାର ପରିମାଣ ବିଗତ ୪୬ ବର୍ଷର ରେକର୍ଡ ଭାଙ୍ଗିଛି। ଏହାର ପ୍ରଭାବ କେବଳ ରାସ୍ତାଘାଟରେ ନୁହେଁ

ରାଜ୍ୟରେ ଦୁଇଦିନ ପ୍ରବଳ କୁଟିବ

ଭୁବନେଶ୍ୱର:ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ଆରମ୍ଭ ହୋଇଛି ବର୍ଷା । ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି

ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଂଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ବଜ୍ରପାତ ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । କୋରାପୁଟ, ମାଲକାନଗିରି,

୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୭ଦିନରେ ପ୍ରବଳ ବର୍ଷା ସମ୍ଭାବନା । ପଶ୍ଚିମକେନ୍ଦ୍ର ବଙ୍ଗୋପସାଗର ନିକଟ ଉତ୍ତରପଶ୍ଚିମରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି । ଏହି ପରିପ୍ରେକ୍ଷୀରେ କାଲି ସକାଳ ୮ଟା ୩୦

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ

ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: କିଛିଦିନର ବିରତି ପରେ ପୁଣି ଫେରୁଛି ବର୍ଷା । ରାଜ୍ୟରେ ନିଅଣ୍ଟିଆ ବର୍ଷାକୁ ପୂରଣ କରିବ ବୋଲି ଆଶା କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଘନୀଭୂତ ହେବା ପରେ ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ

ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କିଛଦିନର ବିରତି ପରେ ପୁଣି ବର୍ଷିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ

ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦୁଇଦିନ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ବୁଧବାର ଉତ୍ତର ଓଡ଼ିଶାର ଅନେକ ଜାଗା ଏବଂ ଦକ୍ଷିଣର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,

ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ଟ୍ରଫ୍-ଲାଇନ୍ ଏବେ ପୂର୍ବରେ ଉତ୍ତରମୁହାଁ ହୋଇଛି । ଏହା ଏବେ ବିହାର, ଉତ୍ତରବଙ୍ଗ, ବାଂଲାଦେଶ ମଧ୍ୟ ଦେଇ ଗତି କରୁଛି । ଏଣୁ ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଜାରି ରହିଛି । ସେହିପରି ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ

ଆଜିଠୁ ୩୦ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି