ଆଜିଠୁ ପ୍ରବଳ ଛେଚିବ
ଭୁବନେଶ୍ୱର: ଆଗାମୀ ୨ରୁ ୩ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ । ପ୍ରାକ୍ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୌସୁମୀ ପ୍ରଭାବରେ ଓଡ଼ିଶାର କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି!-->…