ପୁଣି ଭେଣ୍ଟିଲେଟରରେ ଲତା ମଙ୍ଗେସକର
ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଥରେ ବିଗିଡ଼ି ଯାଇଛି। ତାଙ୍କୁ ପୁଣିଥରେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି ଓ ସେ ଡାକ୍ତରଙ୍କ ନିରୀକ୍ଷଣରେ ଅଛନ୍ତି ବୋଲି ଏହି କିମ୍ବଦନ୍ତୀ କଣ୍ଠଶିଳ୍ପୀଙ୍କୁ ଚିକିତ୍ସା କରୁଥିବା ଡ଼ାକ୍ତର ପ୍ରତିତ୍ ସାମଦାନୀ ସୂଚନା ଦେଇଛନ୍ତି।!-->…