ଜାଣନ୍ତୁ ବାତ୍ୟାକୁ ନେଇ କଣ କହିଲେ ଆଇଏମଡି ଡିଜି
ନୂଆଦିଲ୍ଲୀ: ବାତ୍ୟାକୁ ନେଇ ସବୁଠି ଚର୍ଚ୍ଚା । କଣ ହେବ, କେତେବେଳେ ଲ୍ୟାଣ୍ଡଫଲ କରିବ ଏଭଳି ଅନେକ କଥାକୁ ନେଇ ଆରମ୍ଭ ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହେବାପରେ ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଏହା ଘନିଭୂତ ହୋଇ ବାତ୍ୟାର ରୂପ!-->…