Odia News Portal
Browsing Tag

India

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୩,୩୭୬ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୦୮ ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ନୁହେଁ ଆସନ୍ତାକାଲି ଖେଳାଯିବ ଅନ୍ତିମ ଟେଷ୍ଟ

ମାଞ୍ଚେଷ୍ଟର: ବନ୍ଦ ରହିଲା ମାଞ୍ଚେଷ୍ଟର ଟେଷ୍ଟ । ଭାରତ-ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ପଞ୍ଚମ ଟେଷ୍ଟ ଆଜି ଖେଳାଯିବାକୁ ଥିଲା । ତେବେ ଉଭୟ ଦଳରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗୋଟିଏ ଦିନ ଲାଗି ଘୁଞ୍ଚାଯାଇଛି ମ୍ୟାଚ୍ । ସଦ୍ୟ ସୂଚନା ମୁତାବକ ଆସନ୍ତାକଲିଠାରୁ ଆରମ୍ଭ ହେବ ମ୍ୟାଚ୍ ।

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଇଛି। ଦିନକରେ ଆଉ ୩୪,୯୭୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୭୪,୯୫୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୬୦ ଆକ୍ରାନ୍ତଙ୍କ

ଆଜିଠୁ ଭାରତ-ଇଂଲଣ୍ଡ ଅନ୍ତିମ ଟେଷ୍ଟ

ମାଞ୍ଚେଷ୍ଟର: ଆଜିଠୁ ଭାରତ ଓ ଇଲଣ୍ଡ ମଧ୍ୟରେ ଖେଳାଯିବ ପଞ୍ଚମ ତଥା ଅନ୍ତିମ ଟେଷ୍ଟ । ମାଞ୍ଚେଷ୍ଟରରେ ଶେଷ ମ୍ୟାଚ ଖେଳାଯିବ । ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି । ତେବେ ଭାରତ ଶେଷ ମ୍ୟାଚକୁ ଡ୍ର ରଖିବା କିମ୍ବା ଜିତିବା ଲାଗି ଚେଷ୍ଟା କରିବ ।

ରବି ଶାସ୍ତ୍ରୀଙ୍କ ପରେ ଭାରତୀୟ କ୍ରିକେଟ ଟିମର ଆଉ ଜଣେ ସପୋର୍ଟ ଷ୍ଟାଫ କରୋନା ପଜିଟିଭ୍

ଓଭାଲ: ଭାରତୀୟ କ୍ରିକେଟ ଟିମର ମୁଖ୍ୟ କୋଚ ରବି ଶାସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସପୋର୍ଟିଂ ଷ୍ଟାଫ ଯୋଗେଶ ପରମାର କରୋନା ସଂକ୍ରମିତ ହୋଇଥିବା ଏଏନଆଇରେ ଖବର ପ୍ରକାଶ ପାଇଛି । ମାଂଚେଷ୍ଟରରେ ଭାରତୀୟ ଦଳର ଟ୍ରେନିଂ ସେଶନକୁ ବାତିଲ କରି ଦିଆଯାଇଛି । ଅନ୍ୟ ସଦସ୍ୟମାନଙ୍କ କରୋନା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩,୨୬୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୪୦,୫୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହି ସମୟ ମଧ୍ୟରେ ଆଉ ୩୩୮ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୋଟ

ଟି-୨୦ ବିଶ୍ୱକପ ଲାଗି ଘୋଷଣା ହେଲାଭାରତୀୟ ଦଳ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଲାଗି ଘୋଷଣା ହେଲାଭାରତୀୟ ଦଳ । ଦଳରେ ବହୁ ଯୁବ ଓ ଅଭିଜ୍ଞ ଖେଳାଳୀଙ୍କୁ ସ୍ଥାନ ଦିଆଯାଇଛି । ତେବେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ହେଲା ଚୟନ ସମିତି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ଦଳର ମାର୍ଗଦର୍ଶକ (ମେଣ୍ଟର) ଭାବେ ନିଯୁକ୍ତ କରିଛି।

ଧୋନୀଙ୍କୁ ଗୁରୁ ଦାୟିତ୍ୱ ଦେଲା ବିସିସିଆଇ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ରସିଂ ଧୋନୀଙ୍କୁ ଗୁରୁ ଦାୟିତ୍ୱ ଦେଇଛି ବିସିସିଆଇ । ଟି-୨୦ ବିଶ୍ୱକପ ଲାଗି ଘୋଷଣା ହୋଇଛି ଭାରତୀୟ ଦଳ । ବିଶ୍ୱକପ ଜିତିବା ଲାଗି ଭାରତ ଫୁଲ୍ ଦମରେ ରହିଛି । ଏଣୁ ଧୋନୀଙ୍କୁ ସ-୨୦ ବିଶ୍ୱକପ ଲାଗି ମେଣ୍ଟରଭାବେ ଘୋଷଣା କରିଛି । ଧୋନୀଙ୍କ

ଟି-୨୦ ବିଶ୍ୱକପ ଲାଗି ୧୫ ଜଣିଆଁ ଟିମ୍ ବାଛିଲେ ଗାଭାସ୍କର, ଜାଣନ୍ତୁ କାହାକୁ ଦେଲେ ସ୍ଥାନ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଯେତିକି ପାଖଉଛି କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ୁଛି । ତେବେ ପ୍ରାୟ ସବୁଦେଶ ନିଜର ବିଶ୍ୱକପ ସ୍କ୍ୱାର୍ଡ ଘୋଷଣା କରିସାରିଲେଣି । ତେବେ ଭାରତ ଏଯାବତ ଦଳ ଘୋଷଣା କରିନାହିଁ । ଏବେ ଭାରତୀୟ ଦଳରେ ବହୁ ଷ୍ଟାର ଖେଳାଳୀ ରହିଛନ୍ତି । ସମସ୍ତେ ଫର୍ମରେ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୭,୮୭୫ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୩୬୯ ଜଣଙ୍କର ମୃତ୍ୟୁ ହୋଇଛି ।