Odia News Portal
Browsing Tag

India

କାହା ସପକ୍ଷରେ ଯିବ ଚତୁର୍ଥ ଟେଷ୍ଟ

ଓଭାଲ: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟର ଆଜି ହେଉଛି ଅନ୍ତିମ ଦିନ । ଶେଷ ଦିନରେ କାହା ସପକ୍ଷରେ ମ୍ୟାଚ ଯିବ ତାକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଆରମ୍ଭ ହୋଇଯାଇଛି ଯୁକ୍ତି । ପଞ୍ଚମ ଦିନରେ ଇଂଲଣ୍ଡକୁ ଜିତିବା ଲାଗି ୨୯୧ ଆବଶ୍ୟକ ହେଉଛି । ତେବେ ଦଳର କୌଣସି ୱିକେଟ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୮,୯୪୮ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୧୯ ଜଣଙ୍କର ମୃତ୍ୟୁ ହୋଇଛି ।

ରବି ଶାସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ଓଭାଲ: ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ କରୋନାରେ ଆକ୍ରାନ୍ତ । ଗତକାଲି ସନ୍ଧ୍ୟାରେ କୋଚ୍ ରବି ଶାସ୍ତ୍ରୀଙ୍କ ଲାଟେରାଲ୍ ଫ୍ଲୋ ଟେଷ୍ଟ ପଜିଟିଭ୍ ଆସିବା ଟିମ ଇଣ୍ଡିଆର ଅନ୍ୟ ସଦସ୍ୟମାନଙ୍କୁ ସଙ୍ଗରୋଧରେ ରହିବାକୁ କୁହାଯାଇଛି । କୋଚ ରବି ଶାସ୍ତ୍ରୀ ପଜିଟିଭ ହେବା ପରେ ବୋଲିଂ କୋଚ୍

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାର ୩୫୨ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏହା ସହ ୩୬୬ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାବେଳେ ୩୪ ହଜାର ୭୯୧ ଜଣ ସୁସ୍ଥ ହୋଇଛନ୍ତି ଜ୍ଝ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ମୁତାବକ ଆରୋଗ୍ୟ ହାର ୯୭.୪୫ ପ୍ରତିଶତରେ ପହଂଚିଛି ଜ୍ଝ

ଭାରତର ବ୍ୟାଟିଂ ବିପର୍ଯ୍ୟୟ

ଓଭାଲ: ଚତୁର୍ଥ ଟେଷ୍ଟରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ । ୪୩ ରନରେ ଭାରତ ୩ଟି ୱିକେଟ ହରାଇ ସାରିଲାଣି । ଦୁଇ ଓପନର ବ୍ୟାଟ୍ସମ୍ୟାନ ରୋହିତ, ରାହୁଲ ଏବଂ ଚେତେଶ୍ୱର ପୂଜାରା ଆଉଟ ହୋଇ ପାଭିଲିୟନଫେରିଛନ୍ତି । ଏବେ ବିରାଟ କୋହଲି ଏବଂ ଜାଡେଜା ଏବେ ବ୍ୟାଟିଂ ଜାରି ରଖିଛନ୍ତି । ତେବେ ଭାରତ ବଡ଼

ଆଜିଠୁ ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ

ଓଭାଲ: ଆଜିଠୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଚତୁର୍ଥ ଟେଷ୍ଟ । ୫ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ରେ ବରାବର ରହିଛି । ପ୍ରଥମ ମ୍ୟାଚଟି ବର୍ଷା ଲାଗି ଡ୍ର ରହିଥିବା ବେଳେ ଦ୍ୱିତୀୟ ମ୍ୟାଚଟି ଭାରତ ଜିତିଥିଲା । ତେବେ ତୃତୀୟ ମ୍ୟାଚରେ ନୈରାଶ୍ୟଜନକ ବ୍ୟାଟିଂ ଲାଗି ଭାରତକୁ ପରାଜୟ ବରଣ

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୭ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍

ନୂଆଦିଲ୍ଲୀ : ଦେଶରେ ପୁଣି ବଢିଲା ଦୈନିକ ସଂକ୍ରମଣ।୨୪ ଘଣ୍ଟାରେ ଆଉ ୪୧,୯୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୧୦,୮୪୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୬୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ବିନ୍ନି

ନୂଆଦିଲ୍ଲୀ: ଭାରତୀୟ ଅଲରାଉଣ୍ଡର ଷ୍ଟ୍ରୁଆର୍ଟ ବିନ୍ନି ଆନ୍ତର୍ଜାତୀୟ ଏବଂ ପ୍ରଥମ ଶ୍ରେଣୀ କ୍ରିକେଟରୁ ଅବସର ନେଇଛନ୍ତି । ସେ ଆଜି ନିଜର ଅବସର ଘୋଷଣା କରିଛନ୍ତି । ବିନ୍ନି ୬ଟି ଟେଷ୍ଟ, ୧୪ଟି ଦିନିକିଆ ଏବଂ ୩ ଟି ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି । ସେପଟେ ୭୯ଟି ପ୍ରଥମ ଶ୍ରେଣୀ