Odia News Portal
Browsing Tag

India

ଗୋଟିଏ ଗ୍ରୃପରେ ଭାରତ- ପାକିସ୍ତାନ

ନୂଆଦିଲ୍ଲୀ: ଆସିଲା ଟି-୨୦ ବିଶ୍ୱକପ ତାଲିକା । ୟୁଏଇରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପରେ ଭାରତ ଏବଂ ତାର ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନ ଗୋଟିଏ ଗ୍ରୃପରେ ରହିଛନ୍ତି । ସୁପର ୧୨ ଗ୍ରୃପରେ ରହିଛନ୍ତି ଏହି ୨ ଟିମ୍ । ତେବେ ଲିଗ ମ୍ୟାଚରୁ ହିଁ ରୋମାଞ୍ଚକ ହେବ ବୋଲି କ୍ରିକେଟ

ପଢ଼ନ୍ତୁ ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଗୋଟିଏ ଦିନରେ ୪୦,୦୨୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୩,୦୧,୮୩,୮୭୬ ଜଣ ଆରୋଗ୍ୟଲାଭ କରିସାରିଛନ୍ତି। ଦେଶରେ ଆରୋଗ୍ୟ ହାର ୯୭.୨୮% ରହିଛି। ଦେଶରେ ସକ୍ରିୟ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସ୍ତର ଦୁଇ ଦିନ ସାମାନ୍ୟ ହ୍ରାସ ପାଇବା ପରେ ଗତକାଲି ସେଥିରେ ପୁଣି ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧,୮୦୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବଦିନ ୩୮,୭୯୨ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏଥିସହିତ ଗୋଟିଏ ଦିନରେ ୩୯,୧୩୦

ଆଜି ଦେଶରେ ୬୨୪ ଜଣଙ୍କ ମୁଣ୍ଡନେଲା ମହାମାରୀ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮୭୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶର କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୬୨୪କୁ ହ୍ରାସ ପାଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ( ବୁଧବାର ଦିନ ୮ଟା ସୁଦ୍ଧା) ଦେଶରେ ୩୮,୭୯୨ ନୂଆ କରୋନା

ନଜର ପକାନ୍ତୁ ଦେଶର କରୋନା ଅପଡେଟ ଉପରେ..

ନୂଆଦିଲ୍ଲୀ: ଦେଶରେ ଗୋଟିଏ ଦିନରେ ୩୭,୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ଦୈନିକ ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ଗୋଟିଏ ଦିନରେ ୩୯,୬୪୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ସଂପ୍ରତି ଭାରତରେ ଦୈନିକ ସଂକ୍ରମଣ ହାର ୨.୫୯%% ଏବଂ ସାପ୍ତାହିକ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କୋଭିଡ୍ର ଦ୍ୱିତୀୟ ଲହର ଏବେ ମଧ୍ୟ ବଳବତ୍ତର ରହିଛି ଏବଂ ଏଥିପ୍ରତି ସତର୍କ ରହିବାକୁ ପଡିବ ବୋଲି ନିତି ଆୟୋଗ ସଦସ୍ୟ ତଥା କୋଭିଡ୍ ଟାସ୍କ୍ ଫୋର୍ସ ମୁଖ୍ୟ ଡ. ଭି.କେ.ପଲ୍ ଚେତାବନୀ ଦେଇଛନ୍ତି । ଶନିବାର କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ

୧୮ରେ ହେବ ଭାରତ-ଶ୍ରୀଲଙ୍କା ସିରିଜ

ନୂଆଦିଲ୍ଲୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦିନିକିଆ କ୍ରିକେଟ ସିରିଜ ତାରିଖ ଫାଇନାଲ ହୋଇସାରିଛି । ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ୧୮ ଜୁଲାଇରେ ଖେଳାଯିବ । ଦୁଇ ଦେଶ ମଧ୍ୟରେ ୩ ଏକ ଦୀବସୀୟ ମ୍ୟାଚ ଖେଳାଯିବ । ପ୍ରଥମ ମ୍ୟାଚ ୧୮ ଜୁଲାଇ, ଦ୍ୱିତୀୟ ମ୍ୟାଚ ୨୦ ଜୁଲାଇ ଓ

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି, କିନ୍ତୁ ମୃତ୍ୟୁ ସଂଖ୍ୟା ହ୍ରାସ ପାଉନଥିବା ଜଣାପଡିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୩୯୩ ନୂତନ କରୋନା ମାମଲା ଆସିଥିଲା ଏବଂ ୯୧୧ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି।

ଆଜି ଦେଶରେ ୪୫ ହଜାର ୮୯୨ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କରୋନା ମହାମାରୀର ବିପଦ ଏବେ ବି ଜାରି ରହିଛି। ପ୍ରତିଦିନ ହାରାହାରି ୪୫ ହଜାର ନୂଆ କରୋନା ମାମଲା ଆସୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୫,୮୯୨ ଟି ନୂଆ କରୋନା ମାମଲା ଆସି ୮୧୭ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଏକାସାଙ୍ଗରେ,