Odia News Portal
Browsing Tag

India

ଆଜି ଦେଶରେ ୯୩୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ ମାରାତ୍ମକ କରୋନା ଜୀବାଣୁଙ୍କର ହ୍ରାସ ଘଟିଥିବାର ରେକର୍ଡ କରାଯାଇଥିଲା। କିନ୍ତୁ ଆଜି ମାମଲା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୭୩୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ, ଶେଷ ଦିନରେ ୪୭,୨୪୦ ଜଣଙ୍କୁ ଡିସଚାର୍ଜ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ହଜାର ୭୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଗତ ୧୧୧ ଦିନ ମଧ୍ୟରେ ସର୍ବନିମ୍ନ ସଂକ୍ରମଣ। ଦେଶରେ ଆରୋଗ୍ୟଙ୍କ ପ୍ରତିଶତ ୯୭.୧୭ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ

ହାଫିଜର ବାସ ଭବନ ସମ୍ମୁଖରେ ହୋଇଥିବା ବିସ୍ଫୋରଣରେ ଭାରତକୁ ଦାୟିକଲା ପାକିସ୍ତାନ

ଲାହୋର: ଆତଙ୍କବାଦକୁ ସମର୍ଥନ, ପ୍ରୋତ୍ସାହନ, ତାଲିମ ଓ ପାଣ୍ଠିଯୋଗାଣ ପାଇଁ ଆନ୍ତର୍ଜାତିକ ସ୍ତରରେ ବଦନାମ ହୋଇସାରିଥିବା ପାକିସ୍ତାନ ଏବେ ଭାରତ ବିରୁଦ୍ଧରେ ଏକ ନୂଆ ଅଭିଯୋଗ ଆଣିଛି । ଜୁନ୍ ୨୩ ତାରିଖରେ ଜାତିସଂଘ ଦ୍ୱାରା ଘୋଷିତ କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦର ଲାହୋରସ୍ଥିତ ବାସଭବନ

୨୪ ଘଣ୍ଟାରେ ଦେଶରେ ୩୯ ହଜାର ୭୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାରାତ୍ମକ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୭୯୬ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଏହି ସମୟରେ ୭୨୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଭାରତରେ କ୍ରମାଗତ ସପ୍ତମ ଦିନ ପାଇଁ ୫୦ ହଜାରରୁ କମ୍ କରୋନା ମାମଲା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ:ଦେଶରେ ତଳମୁହାଁ କରୋନା ମିଟର । ଭାରତରେ କରୋନା ସଂକ୍ରମଣ ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। ଜୁନ୍ ୨୭ ଠାରୁ, ୫୦ ହଜାରରୁ କମ୍ ନୂତନ କରୋନା ମାମଲା କ୍ରମାଗତ ଭାବରେ ପଞ୍ଜୀକୃତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୦୭୧ କରୋନା

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬,୬୧୭ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହି ସମୟ ମଧ୍ୟରେ ୫୯,୩୮୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୦୧%କୁ ବୃଦ୍ଧିପାଇଛି। ଏଥିସହିତ କ୍ରମାଗତ ୫୦ ଦିନ ପାଇଁ ସଂକ୍ରମିତଙ୍କ ତୁଳନାରେ ଅଧିକ ଲୋକ ସୁସ୍ଥ ହେଉଛନ୍ତି।

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧ ହଜାରରୁ ସାମାନ୍ୟ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

ଆଜି ଦେଶରେ ୮୧୭ ମୁଣ୍ଡନେଲା ମହାମାରୀ କରୋନା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୮ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫,୯୫୧

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ହଜାର ୫୬୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ଛଡ଼ା ୫୬ ହଜାର ୯୯୪ ଜଣ ସୁସ୍ଥ ହୋଇଥିବାବେଳେ ୯୦୭ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି । ୩୭ ହଜାର ୫୬୬ ଜଣ ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କରୋନା ସଂକ୍ରମିତଙ୍କ

ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ତେବେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା