Odia News Portal
Browsing Tag

India

୧୨ରୁ ୧୮ ବର୍ଷ ବୟସ୍କଙ୍କ ଲାଗି ଖୁବ୍ ଶୀଘ୍ର ଆସୁଛି ଏହି ସ୍ୱଦେଶୀ ଟିକା

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଆସୁଛି ଭାରତୀୟ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଜିଡସ୍ କାଡିଲା ଦ୍ବାରା ବିକଶିତ ହୋଇଥିବା ଏକ ନୂଆ କରୋନା ଟିକା। ଏହି ଟିକା ୧୨ରୁ ୧୮ ବର୍ଷ ବୟସ୍କଙ୍କ ଲାଗି ଉପଲବ୍ଧ ହେବ ବୋଲି କେନ୍ଦ୍ର ଗତକାଲି ସୁପ୍ରିମ୍କୋର୍ଟଙ୍କୁ ସୂଚନା ଦେଇଛି।ଫାର୍ମାସ୍ୟୁଟିକାଲ୍ କମ୍ପାନୀ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୧ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର

ଦେଶରେ ୨୪ ଘଣ୍ଟାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୧

ନୂଆଦିଲ୍ଲୀ: ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ

ଖେଳ ଆରମ୍ଭରୁ ଭାରତକୁ ଝଟକା

ସାଉଥମ୍ପଟନ୍‌: ଷଷ୍ଠଦିନ ଖେଳ ଆରମ୍ଭରୁ ଭାରତକୁ ଲାଗିଛି ଝଟକା । ଦୁଇ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ଚେତେଶ୍ୱର ପୂଜାରା ଆଉଟ ହୋଇ ପାଭିଲିୟନ ଫେରିଛନ୍ତି । ଭାରତ ଏବେ ୭୯ ରନରେ ୪ଟି ୱିକେଟ ହରାଇଛି । ଆଜିଙ୍କ୍ୟା ରାହାଣେ ଓ ଋଷଭ ପନ୍ଥ ଏବେ ପଡ଼ିଆରେ ବ୍ୟାଟିଂ ଜାରି

ଦେଶରେ ୩କୋଟି ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର

ପଞ୍ଚମ ଦିନ ଖେଳ ଆରମ୍ଭରୁ ଭାରତକୁ ସଫଳତା

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପରେ ଆଜି ହେଉଛି ଅନ୍ତିମ ଦିନ । ଲଗାତାର ବର୍ଷା ଜାରି ରହିଥିବାରୁ ଖେଳ ବନ୍ଦ ରହିଛି । ତେବେ ଆଜି ଖେଳ ଆରମ୍ଭରୁ ଭାରତକୁ ମିଳିଛି ସଫଳତା । ନ୍ୟୁଜିଲାଣ୍ଡର ଅଭିଜ୍ଞ ଖେଳାଳୀ ରସ ଟେଲର ଆଉଟ ହୋଇ ପାଭଭିଲିୟନ ଫେରିଛନ୍ତି । ସାମିଙ୍କ ବଲରେ କ୍ୟାଚ ଆଉଟ୍

ଆଜି ଦେଶରେ ୧୧୬୭ ମୁଣ୍ଡନେଲା ମହାମାରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧ ଦିନ ମଧ୍ୟରେ ସବୁଠାରୁ କମ ରେକର୍ଡ ହୋଇଛି। ୨୪ ଘଣ୍ଟାରେ ଆଉ ୪୨,୬୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୭୭,୮୬୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୬୭ ଆକ୍ରାନ୍ତଙ୍କ

ଆଜି ଦେଶରେ ୧୪୨୨ଜଣଙ୍କ ମୁଣ୍ଡନେଲା କରୋନା

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଯାହାଫଳରେ ଏବେ ଏକ ଲକ୍ଷ ତଳେ ମାମଲା ରହିଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୫୩,୨୫୬ ନୂତନ ମାମଲା ସାମ୍ନାକୁ ଆସିଛି । ଏହାପରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କରୋନା ମିଟର । ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଦୀର୍ଘ ୮୧ ଦିନ