Odia News Portal
Browsing Tag

India

ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ, ପଢ଼ନ୍ତୁ କଣ ସବୁ କହିଛନ୍ତି ମୋଦି

ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠାରୁ ବଡ଼ ମହାମାରୀ । ପୂର୍ବରୁ ମେଡିକାଲରେ କେବେ ଏଭଳି ଅକ୍ସିଜେନର ଆବଶ୍ୟକତା ପଡିନଥିଲା । ଏଭଳି ମହାମାରୀ କେବେ ବିଶ୍ୱ ଦେଖି ନଥିଲା । ସାରା ଦେଶବାସୀ ଏହି ମହାମାରୀ

ଦେଶରେ ଦିନକରେ ୨୪୨୭ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ: କରୋନାରେ ପ୍ରତ୍ୟେକଦିନ ଗଢ଼ୁଛି ଅନେକଙ୍କ ମୁଣ୍ଡ । ଗତ ୨୪ ଘଣ୍ଟାରେ ୨୪୨୭ ମୁଣ୍ଡ ନେଇଛି ମହାମାରୀ କରୋନା । ସେପଟେ ଦେଶରେ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ୧ଲକ୍ଷ ୬୩୬। ମୃତ୍ୟୁ ବରଣ କରିଛନ୍ତି ୨ହଜାର ୪୨୭। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ୨କୋଟି ୮୯ଲକ୍ଷ ୯ହଜାର ୯୭୫ରେ

୬ଟି ରାଜ୍ୟରେ ୧୦୦ଟଙ୍କା ଉପରେ ରହିଛି ପେଟ୍ରୋଲ ଦର

ନୂଆଦିଲ୍ଲୀ: ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପ୍ରାକୃତିକ ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର ବେଲାମ ହେବାରେ ଲାଗିଛି । ଦେଶରେ ୬ଟି ରାଜ୍ୟରେ ୧୦୦ଟଙ୍କା ଉପରେ ରହିଛି ପେଟ୍ରୋଲ ଦର । ଏହି ୬ଟି ରାଜ୍ୟ ହେଲା ମହାରାଷ୍ଟ, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ତେଲେଙ୍ଗାନା ଓ ଲଦାଖର କିଛି

ଦେଶରେ ୨୪ ଘଣ୍ଟାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୭୭

ନୂଆଦିଲ୍ଲୀ: ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୪,୪୬୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୬୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ କମିବାର ନାଁ ଧରୁନି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୦୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୯୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୦୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି

ନଜର ପକାନ୍ତୁ ଦେଶରେ ଆଜି କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଲକଡାଉନ ଓ ସଟଡାଉନ ମାଧ୍ୟମରେ ଭାଙ୍ଗୁଛି କରୋନା ଚେନ୍ । କମୁଛି ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ୧,୨୦,୫୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୬,୯୪,୮୭୯ ଓ