Odia News Portal
Browsing Tag

India

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୫୦ରୁ ଅଧିକ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

ଜାଣନ୍ତୁ ୨୦୧୧ ବିଶ୍ୱକପରେ ଭାରତର ଯାତ୍ରା କିପରି ଥିଲା, ଚାମ୍ପିୟନ ହେବା ପଛରେ ଏହା ହିଁ ଥିଲା ମୁଖ୍ୟ କାରଣ

ନୂଆଦିଲ୍ଲୀ: ସାରା ବିଶ୍ୱରେ ଚାଲିଛି କ୍ରିକେଟ ମାନିଆଁ । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତ ପ୍ରିୟ ହେଉଛି କ୍ରିକେଟ । ତେବେ ଭାରତ ବିଶ୍ୱ କ୍ରିକେଟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ଆଇସିସି ଦ୍ୱାରା ଆୟୋଜିତ ବଡ଼ ଟୁର୍ଣ୍ଣାମେଂଟ ଅଥବା ବିଶ୍ୱକପରେ ଭାରତ ଦୁଇଟି

ଦେଶରେ ୧୨ ହଜାର ୮୩୦ ନୂଆ କରୋନା ରୋଗୀ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଶନିବାର ସଂଧ୍ୟା ସୁଦ୍ଧା ଦିନକ ମଧ୍ୟରେ ୧୨ ହଜାର ୮୩୦ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦କୁ ବୃଦ୍ଧି ପାଇଛି। ଏଥି ସହିତ ଦିନକ ମଧ୍ୟରେ ୧୪ ହଜାର ୬୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାକୁ

ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା

ଆସନ୍ତାକାଲି ଭାରତ ଲାଗି ଅଗ୍ନିପରୀକ୍ଷା

ଦୁବାଇ: ଟି-୨୦ ବିଶ୍ୱକପରେ ପ୍ରଥମ ମ୍ୟାଚ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନଠାରୁ ଭାରତ ହାରିବା ଏବେ ଏବେ ସେମିରେ ପହଞ୍ଚିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି । ତେବେ ଭାରତ ଲାଗି ବିଶ୍ୱକପର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଆସନ୍ତାକାଲି ହେବାକୁ ଯାଉଛି । ଆସନ୍ତାକାଲି ଭାରତ ଓ

ଆଜି ପୁଣି ବଢ଼ିଲା ତୈଳ ଦର, ଜାଣନ୍ତୁ କେଉଁଠି କେତେ ଟଙ୍କା

ନୂଆଦିଲ୍ଲୀ: ଦେଶରେ ତୈଳଦର ବେଲଗାମ ହୋଇପଡିଛି। ଆଜି କ୍ରମାଗତ ଚତୁର୍ଥ ଦିନ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଆଜି ବି ପେଟ୍ରୋଲ ଏବଂ ଡିଜେଲ ୩୫-୩୫ ପଇସା ମହଙ୍ଗା ହୋଇଛି। ଆଜି ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲ ମୂଲ୍ୟ ୧୦୮.୯୯ ଟଙ୍କାରେ ପହଞ୍ଚିଥିବା ବେଳେ ଡିଜେଲ ଲିଟର ପିଛା ମୂଲ୍ୟ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୩୧୩ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହି ସମୟ ମଧ୍ୟରେ ୧୩,୫୪୩ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ଦେଶର କରୋନାରୁ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩.୩୬ କୋଟି ଅତିକ୍ରମ କରିଛି। ସୁସ୍ଥ ହାର ୯୮.୧୯ ପ୍ରତିଶତକୁ ବୃଦ୍ଧି ପାଇଛି | କେରଳରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୮ ଶହରୁ ସାମାନ୍ୟ ଅଧିକ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୩୧ ହଜାର ୮୦୯ ରେ ପହଞ୍ଚିଛି। ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ

ପାକିସ୍ତାନକୁ ସର୍ପୋଟ କଲେ, ଜେଲ ଗଲେ

କଟକ: ନିକଟରେ ଟି-୨୦ ବିଶ୍ୱକପରେ ଭାରତ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଭାରତର ଶୋଚନୀୟ ପରାଜୟ ହୋଇଛି । ଦେଶ ହାରିବା ପରେ କ୍ରିକେଟପ୍ରେମୀମାନେ ନିଜ ନିଜର ମତ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ସମସ୍ତେ କଟାକ୍ଷ କରିବା ସହ ସମାଲୋଚନା ମଧ୍ୟ କରିଛନ୍ତି । ତେବେ ଜଣେ