ସହିଦଙ୍କ ପରିବାରକୁ ଦିଆଯିବ ଆଇପିଏଲ ଉଦଘାଟନ ସମାରୋହ ଖର୍ଚ୍ଚ
ପୁଲୱାମା ଆତଙ୍କବାଦୀ ଘଟଣା ପୂରା ଦେଶବାସୀଙ୍କୁ କନ୍ଦାଇ ଦେଇଥିବା ବେଳେ ଏହାକୁ ନଜରରେ ରଖି ଆଇପିଏଲ-୨୦୧୯ର ଉଦଘାଟନୀ ସମାରୋହକୁ ବନ୍ଦ କରିବାକୁ ନିଷ୍ପତି ନିଆଯାଇଛି । ଉଦଘାଟନ ସମରୋହରେ ଖର୍ଚ୍ଚ ହେବାକୁ ଥିବା ଟଙ୍କା ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ସିଆରପିଏଫ ଯବାନଙ୍କ…