ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଗ୍ୟାସ ଲିକ୍; ୪ ମୃତ
ରାଉରକେଲା :ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍। ସିସିଡି ବିଭାଗରେ ଗ୍ୟାସ ଲିକ୍ ସୂଚନା। ଗ୍ୟାସ ଲିକ୍ ଘଟଣାରେ ୧୦ ଜଣ କର୍ମଚାରୀ ଅସୁସ୍ଥ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ କର୍ମଚାରୀଙ୍କୁ ଅତ୍ୟନ୍ତ ଗୁରୁତର ଅବସ୍ଥାରେ ଆଇଜିଏଚ୍ ରେ ଭର୍ତ୍ତି କରାଯାଇଥିଲା । ତେବେ ୪ ଗୁରୁତର!-->…