୯ରେ ନବୀନ-ଜଗନ ଭେଟଘାଟ
ଭୁବନେଶ୍ୱର: ହୋଇପାରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା । ଦୀର୍ଘଦିନ ଧରି ଲାଗି ରହିବା ବିବାଦର ଘଟିପାରେ ଅନ୍ତ । ରାଜ୍ୟର ପ୍ରମୁଖ ସୀମାବିବାଦ, ପୋଲାଭରମ ଜଳ ବିବାଦ ଓ ଅନ୍ୟାନ୍ୟ ପ୍ରସଙ୍ଗର ଆଶୁ ସମାଧାନ ଦିଗରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଆଲୋଚନା ହେବ। ଏନେଇ ଆସନ୍ତା!-->…