ଜଗା ଦର୍ଶନ ପାଇଁ କାନ୍ଦିଲେ ଲକ୍ଷ୍ମୀ
ପୁରୀ: ଜଗନ୍ନାଥଙ୍କୁ ଟିକେ ଆଖିଭରି ଦେଖିବା ପାଇଁ କାନ୍ଦିଲେ ଲକ୍ଷ୍ମୀ| ଆଜି ଶ୍ରୀମନ୍ଦିର ସମ୍ମୁଖରେ କିଛି ଏପରି କହି କାନ୍ଦୁଥିଲେ ଲକ୍ଷ୍ମୀ | ଦୀର୍ଘ ୯ ମାସ ହେଲା ମୋ କାଳିଆ ଠାକୁରଙ୍କୁ ମୁଁ ଦେଖିପାରିନି। ମୋର ଧନ ରତ୍ନ କିଛି ଦରକାର ନାହିଁ। ଜୀବନର ଶେଷ ସମୟରେ ମୁଁ ଆସି ପହଞ୍ଚିଲିଣି!-->…