ହାଇକୋର୍ଟରେ ଜାମିନ ଆବେଦନ କଲେ ଜୁଏଲ ଓରାମ
ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କଲେ ମନ୍ତ୍ରୀ ଓ ସାଂସଦ । ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଅନ୍ୟପକ୍ଷରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସାଂସଦ ଜୁଏଲ ଓରାମଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି । ମୟୂରଭଞ୍ଜ!-->…