ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା
ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି ଟଙ୍କା ସହାୟତା ଦିଆଯାଇଛି । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର!-->…