ଉଦ୍ଧାର ହୋଇଛନ୍ତି ଦାଦନ ଶ୍ରମିକ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ୧୪ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଏମାନଙ୍କୁ ବାହାରକୁ ଚାଲାଣ କରୁଥିବା ସର୍ଦ୍ଦାର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଦାଦନ ଶ୍ରମିକ ମାନେ ଲାଠୋର ଥାନା ଓ ପାଟଣାଗଡ଼ ଥାନା ଅଞ୍ଚଳ ର ବିଛିଲିବାହାଲ ଓ ଯୋଗୀମୁଣ୍ଡା!-->…