Odia News Portal
Browsing Tag

kendrapada

ଗ୍ୟାଙ୍ଗଷ୍ଟାର ହାଇଦର ପୁଅକୁ ଆଜୀବନ କାରାଦଣ୍ଡ

କଟକ: ଗ୍ୟାଙ୍ଗଷ୍ଟର ହାଇଦର ପୁଅ ସେକ୍ କାଦିର ଓରଫ ମୁନ୍ନାକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ୍ । ୨୦୧୩ ମସିହାରେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାମାମଲାରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛି। ବ୍ୟବସାୟୀ ସାହା

ମହିଳାଙ୍କ ଚୁଟି କାଟିଲେ, ମୁହଁରେ କଳା ବୋଳିଲେ

କେନ୍ଦ୍ରାପଡ଼ା: ସଭ୍ୟ ସମାଜରେ ଅସଭ୍ୟ କାର୍ଯ୍ୟ । କଙ୍ଗାରୁକୋର୍ଟରେ ବିଚାର । ଲୋନ୍ ଟଙ୍କା ପାଇଁ କଙ୍ଗାରୁ କୋର୍ଟ। ଟଙ୍କା ଫେରସ୍ତ କରିନପାରିବାରୁ ମହିଳାଙ୍କ ଚୁଟି କାଟିଲେ, ମୁହଁରେ କାଳି ବୋଳିଲେ। ଘଟଣାଟି ହେଉଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ହେଲତଳ ହାଡିସାହି ଅଞ୍ଚଳର ଦୃଶ୍ୟ।

ସବୁ ସରିଥିଲା, ଶେଷରେ ଧୋକା ଦେବାରୁ ପ୍ରେମିକର ଆତ୍ମହତ୍ୟା

କେନ୍ଦ୍ରାପଡ଼ା: ପ୍ରେମ କରୁଥିଲେ । ୬ଏପରିକି ୬ ବର୍ଷ ଧରି ସମ୍ପର୍କରେ ଥିଲେ । ଶେଷରେ ପ୍ରେମିକା ଧୋକା ଦେଲା । ଆଉ ପ୍ରତାରିତ ପ୍ରେମିକ ଆତ୍ମହତ୍ୟାକୁ ଶେଷ ବାଟ ବାଛି ନେଇଛି । ଆଳି ଅଞ୍ଚଳର ଦେବରାଜ ନାମକ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ସେପଟେ ତାଙ୍କ ପ୍ରେମିକାଙ୍କ ବିରୋଧରେ ଅଭିଯୋଗ

କାନ୍ଥ ପଡ଼ି ୨ ମୃତ

କେନ୍ଦ୍ରାପଡ଼ା: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ତେବେ କେନ୍ଦ୍ରାପଡ଼ାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଷୁଡ଼ି ୨ ଜଣଙ୍କ ମୃତୁ୍ୟ ହୋଇଛି । ମୃତକ ଦ୍ୱୟ ବୃଦ୍ଧବୃଦ୍ଧା ବୋଲି ଜଣାପଡ଼ିଛି । ପାଟକୁରା ଥାନା ଅନ୍ତର୍ଗତ ବଡ଼ବେତର ଗାଁର ବୃଦ୍ଧ ଅଭୟ

ଆମ୍ବୁଲାନ୍ସରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା: ରୋଗୀ ଛାଡ଼ି ଫେରୁଥିଲା ଆମ୍ବୁଲାନ୍ସ । ହଠାତ ରାସ୍ତା ମଝିରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । କେନ୍ଦ୍ରାପଡ଼ା ଜିଲ୍ଲା ଟାଉନ ଥାନା ମହିପାଳ ଛକରେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗି ଯାଇଥିଲା । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ

ରାଜକନିକା ଭଙ୍ଗାରୁଜା ଘଟଣାରେ ୨୪ ଗିରଫ

କେନ୍ଦ୍ରାପଡ଼ା: ଖରସ୍ରୋତା ଜଳ ପ୍ରକଳ୍ପକୁ ନେଇ ରାଜକନିକାରେ ଦେଖିବାକୁ ମିଳିଥିଲା ଖଣ୍ଡଯୁଦ୍ଧ । ଗତକାଲି ପୋଲିସ ବନାମ ପବ୍ଲିକ ମୁହାଁମୁହିଁ ହୋଇଥିଲା । ସ୍ଥାନୀୟ ଲୋକେ ପ୍ରକଳ୍ପ ଚାଲିଥିବା ସ୍ଥାନରେ ଯାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରିଥିଲେ । ପୋଲିସ ପବ୍ଲିକଙ୍କୁ

କେନ୍ଦ୍ରାପଡ଼ାରେ ପୋଲିସ-ଜନତା ମୁହାଁମୁହିଁ

କେନ୍ଦ୍ରାପଡ଼ା: ଖରସ୍ରୋତା ମେଗା ଜଳ ପ୍ରକଳ୍ପକୁ ନେଇ ତେଜୁଛି ବିବାଦ। ପୋଲିସର ଦବଙ୍ଗଗିରି ଓ କମ୍ପାନୀ ବିରୋଧରେ ବୁଧବାର ସଂଗ୍ରାମ ସମିତିର ସମନ୍ୱୟ କମିଟି ବୈଠକ ଆୟୋଜିତ ହୋଇଥିଲା । ସଂଗ୍ରାମ ସମିତି ପ୍ରସାସନ ବିରୁଦ୍ଧରେ ଦେଇଛି ରଣ ହୁଙ୍କାର।ସେପଟେ ପୋଲିସ ଟିମ ସହ ଘଟଣା ସ୍ଥଳ ପରି ଭ୍ରମଣ

ରସାବଳୀ ଓ ରେଳଗାଡିକୁ ନେଇ କେନ୍ଦ୍ରାପଡା ରାଜନୀତି ସରଗରମ, ଚର୍ଚ୍ଚାରେ ଚାରି ସାଂସଦ

ଭୁବନେଶ୍ୱର : କେନ୍ଦ୍ରାପଡା ରାଜନୀତିରେ ଏବେ ପ୍ରମୁଖ ପ୍ରସଙ୍ଗ ପାଲଟିଛି ରସାବଳି ଓ ରେଳ ଯାତ୍ରା । ଦୁଇଟି ଭିନ୍ନ ପ୍ରସଙ୍ଗ ହୋଇଥିଲେ ମଧ୍ୟ ରାଜ୍ୟର ଚାରି ଚାରି ଜଣ ସାଂସଦ ଏହାକୁ ଉଠାଇ ଥିବାରୁ ଆଗାମୀ ଦିନରେ ଏହା ଜିଲ୍ଲା ରାଜନୀତିକୁ ପ୍ରଭାବିତ କରିବ ବୋଲି ଆଲୋଚନା ହେଉଛି । ନିକଟରେ

ଦୀର୍ଘ ୩ ମାସ ପରେ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: କରୋନା କଟକଣା ଲାଗି ଦୀର୍ଘ ୩ ମାସ ହେବ ବନ୍ଦ ରହିଥିବା ଜାତୀୟ ଉଦ୍ୟାନ ଭିତରକନିକା ଆଜି ଖୋଲିଛି । ଅଗଷ୍ଟ ମାସର ନୂଆ ଗାଇଡଲାଇନ ନିୟମକୁ ଆଧାର କରି ଖୋଲଯାଇଛି ଜାତୀୟ ଉଦ୍ୟାନ। ଦିନ ସମୟରେ ପର୍ଯ୍ୟଟକମାନେ ଭିତରକନିକା ବୁଲି ପାରିବେ । ରାତ୍ରି ରହଣି ପାଇଁ ପର୍ଯ୍ୟଟକଙ୍କୁ ଏବେ

ଗ୍ୟାଙ୍ଗଷ୍ଟାର ହାଇଦର ପୁଅର ଜାମିନ୍ ଖାରଜ

କଟକ: କୁଖ୍ୟାତ ଅପରାଧୀ ଗ୍ୟାଙ୍ଗଷ୍ଟାର ସେକ ହାଇଦର ପୁଅ ସେକ୍ କାଦିରର ଜାମିନ ନାମଞ୍ଜୁର । କେନ୍ଦ୍ରାପଡ଼ା ଜିଲ୍ଲା ଦୌରାଜଜ ଜାମିନ ଖାରଜ କରିଛନ୍ତି । ବାବାଙ୍କ ଶୁଦ୍ଧିକ୍ରିୟା ଲାଗି ଜାମିନ ଆବେଦନ କରିଥିଲା ସେକ୍ କାଦିର । ସୂଚନାଯୋଗ୍ୟ , ଚୌଦ୍ୱାର ଜେଲ୍ରୁ ବାରିପଦା ଜେଲ୍ ନିଆଯାଉଥିବା