କ୍ଷମା ଓ ଇସ୍ତଫା ଦାବିରେ ଜୟ ନାରାୟଣଙ୍କ ଘର ଘେରିଲେ କିନ୍ନର
କ୍ଷମା ଓ ଇସ୍ତଫା ଦାବିରେ ବିରୋଧୀ ଦଳ ନେତା ଜୟ ନାରାୟଣଙ୍କ ଘର ଘେରିଲେ କିନ୍ନର। ବହୁ ସଂଖ୍ୟାରେ କିନ୍ନର ଭୁବନେଶ୍ୱର ସ୍ଥିତ ତାଙ୍କ କ୍ୱାର୍ଟର ସାମ୍ନାରେ ଘେରାଉ କରିବା ଜୟ ନାରାୟଣଙ୍କ ବିରୋଧରେ ନରବାଜି କରିଥିଲେ। ସମ୍ପୃକ୍ତ ମହିଳା ଆଇଆଇସିଙ୍କୁ କ୍ଷମା ମାଗିବା ସହ ବିରୋଧୀ ଦଳ ନେତା ପଦରୁ!-->…