କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତରେ ୫-ଟି ସଚିବ
କୋରାପୁଟ: ରାଜ୍ୟ ସରକାରଙ୍କ ଫୋକସରେ ଉପାନ୍ତର ବିକାଶ । ସରକାରଙ୍କ ସ୍ୱପ୍ନ ଆଧାରରେ କେତେ ଆଗେଇଛି କାମ । ଯାହାକୁ ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବା ୫ଟି ସଚିବ ଭି.କେ ପାଣ୍ଡିଆନ । ପ୍ରତିଦିନ ବିଭିନ୍ନ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା!-->…