କୋଟିଆରେ ଆନ୍ଧ୍ର କରିଥିବା ନିର୍ବାଚନ ହେଲା ରଦ୍ଦ
କୋରାପୁଟ: କୋଟିଆରେ ଆନ୍ଧ୍ର କରିଥିବା ନିର୍ବାଚନ ରଦ୍ଦ। କୋଟିଆରେ ଆନ୍ଧ୍ରର ଜିଲ୍ଲା ପରିଷଦ ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଦ୍ର ହାଇକୋର୍ଟ । ନିୟମ ଅନୁଯାୟୀ ନିର୍ବାଚନ କରାଯାଇ ନଥିବାରୁ ନିର୍ବାଚନ ରଦ୍ଦ କରିଛନ୍ତି ହାଇକୋର୍ଟ । ନିର୍ବାଚନ ପାଇଁ ନିୟମ ଉଲ୍ଲଘଂନ ଅଭିଯୋଗ ନେଇ ଆନ୍ଧ୍ର!-->…