୨୮ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ
ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହୋଇପାରେ । ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ମଧ୍ୟରେ ରାଜ୍ୟରେ ଭଲ ବର୍ଷା ହେବ । ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ!-->…