ରାଜ୍ୟରେ ୧୦୦ଟି ପର୍ଯ୍ୟଟନ ସ୍ଥଳୀରେ ବୋଟିଂ ସୁବିଧା ଲାଗି ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ ଆଉ ପାଦେ ଆଗକୁ ନେବାକୁ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟ ସରକାର ୧୦୦ଟି ସ୍ଥାନରେ ବୋଟିଂ ସେବା ଆରମ୍ଭ କରିବେ। ଗତକାଲି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜଙ୍ଗଲ ଏବଂ ପରିବେଶ, ଜଳ ସମ୍ପଦ ଏବଂ!-->…